Numbers 24:7 in Oriya 7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
Other Translations King James Version (KJV) He shall pour the water out of his buckets, and his seed shall be in many waters, and his king shall be higher than Agag, and his kingdom shall be exalted.
American Standard Version (ASV) Water shall flow from his buckets, And his seed shall be in many waters, And his king shall be higher than Agag, And his kingdom shall be exalted.
Bible in Basic English (BBE) Peoples will be in fear before his strength, his arm will be on great nations: his king will be higher than Agag, and his kingdom made great in honour.
Darby English Bible (DBY) Water shall flow out of his buckets, and his seed shall be in great waters, And his king shall be higher than Agag, and his kingdom shall be exalted.
Webster's Bible (WBT) He shall pour the water out of his buckets, and his seed shall be in many waters, and his king shall be higher than Agag, and his kingdom shall be exalted.
World English Bible (WEB) Water shall flow from his buckets, His seed shall be in many waters, His king shall be higher than Agag, His kingdom shall be exalted.
Young's Literal Translation (YLT) He maketh water flow from his buckets, And his seed `is' in many waters; And higher than Agag `is' his king, And exalted is his kingdom.
Cross Reference 1 Samuel 15:8 in Oriya 8 ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ଼୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
1 Samuel 15:32 in Oriya 32 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁୁର ତିକ୍ତତା ଗଲା।
2 Samuel 5:12 in Oriya 12 ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
1 Kings 4:21 in Oriya 21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
1 Chronicles 14:2 in Oriya 2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
Ezra 4:20 in Oriya 20 ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 18:43 in Oriya 43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
Psalm 68:26 in Oriya 26 ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ପ୍ରଭୁଙ୍କର ଧନ୍ୟବାଦ କର।
Psalm 93:3 in Oriya 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
Psalm 145:11 in Oriya 11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
Proverbs 5:16 in Oriya 16 ତୁମ୍ଭର ନିର୍ଝର କ'ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ'ଣ ଜଳସ୍ରୋତ ବହିଯିବ ?
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Jeremiah 51:13 in Oriya 13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
Philippians 2:10 in Oriya 10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Revelation 17:15 in Oriya 15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।