Numbers 28:11 in Oriya 11 ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
Other Translations King James Version (KJV) And in the beginnings of your months ye shall offer a burnt offering unto the LORD; two young bullocks, and one ram, seven lambs of the first year without spot;
American Standard Version (ASV) And in the beginnings of your months ye shall offer a burnt-offering unto Jehovah: two young bullocks, and one ram, seven he-lambs a year old without blemish;
Bible in Basic English (BBE) And on the first day of every month you are to give a burned offering to the Lord; two oxen, one male sheep, and seven he-lambs of the first year, without any mark;
Darby English Bible (DBY) And in the beginnings of your months ye shall present a burnt-offering to Jehovah: two young bullocks, and one ram, seven yearling lambs without blemish.
Webster's Bible (WBT) And in the beginnings of your months ye shall offer a burnt-offering to the LORD; two young bullocks, and one ram, seven lambs of the first year without spot;
World English Bible (WEB) In the beginnings of your months you shall offer a burnt offering to Yahweh: two young bulls, and one ram, seven he-lambs a year old without blemish;
Young's Literal Translation (YLT) `And in the beginnings of your months ye bring near a burnt-offering to Jehovah: two bullocks, sons of the herd, and one ram, seven lambs, sons of a year, perfect ones;
Cross Reference Leviticus 1:3 in Oriya 3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
Numbers 10:10 in Oriya 10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Numbers 15:3 in Oriya 3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
Numbers 28:19 in Oriya 19 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
1 Samuel 20:5 in Oriya 5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।
2 Kings 4:23 in Oriya 23 ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
1 Chronicles 23:31 in Oriya 31 ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
2 Chronicles 2:4 in Oriya 4 ଦେଖନ୍ତୁ, ମୁଁ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।
Ezra 3:5 in Oriya 5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।
Nehemiah 10:33 in Oriya 33 ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
Psalm 40:6 in Oriya 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
Psalm 40:8 in Oriya 8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ' ହୃଦୟରେ ଅଛି।”
Psalm 81:3 in Oriya 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
Isaiah 1:13 in Oriya 13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ପୂର୍ଣ୍ଣିମା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
Isaiah 66:23 in Oriya 23 “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି।
Ezekiel 45:17 in Oriya 17 ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
Ezekiel 46:1 in Oriya 1 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ପ୍ରତିପଦା ଦିନ ଖୋଲା ହେବ।
Ezekiel 46:6 in Oriya 6 ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
Hosea 2:11 in Oriya 11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
Amos 3:5 in Oriya 5 ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ ?
Galatians 4:10 in Oriya 10 ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ।
Colossians 2:6 in Oriya 6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
Colossians 2:16 in Oriya 16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
Hebrews 10:10 in Oriya 10 ଯୀଶୁଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।