Philippians 3:19 in Oriya19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।