Psalm 133:3 in Oriya 3 ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Other Translations King James Version (KJV) As the dew of Hermon, and as the dew that descended upon the mountains of Zion: for there the LORD commanded the blessing, even life for evermore.
American Standard Version (ASV) Like the dew of Hermon, That cometh down upon the mountains of Zion: For there Jehovah commanded the blessing, Even life for evermore. Psalm 134 A Song of Ascents.
Bible in Basic English (BBE) Like the dew of Hermon, which comes down on the mountains of Zion: for there the Lord gave orders for the blessing, even life for ever.
Darby English Bible (DBY) As the dew of Hermon that descendeth on the mountains of Zion; for there hath Jehovah commanded the blessing, life for evermore.
World English Bible (WEB) Like the dew of Hermon, That comes down on the hills of Zion: For there Yahweh gives the blessing, Even life forevermore.
Young's Literal Translation (YLT) As dew of Hermon -- That cometh down on hills of Zion, For there Jehovah commanded the blessing -- Life unto the age!
Cross Reference Leviticus 25:21 in Oriya 21 ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
Deuteronomy 3:8 in Oriya 8 ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
Deuteronomy 4:48 in Oriya 48 ଅର୍ଥାତ୍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
Deuteronomy 28:8 in Oriya 8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।
Joshua 13:11 in Oriya 11 ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
Psalm 16:11 in Oriya 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Psalm 21:4 in Oriya 4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
Psalm 42:8 in Oriya 8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
Proverbs 19:12 in Oriya 12 ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 5:29 in Oriya 29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।
John 6:50 in Oriya 50 କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥି ନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
John 6:68 in Oriya 68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
Romans 5:21 in Oriya 21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
Revelation 1:18 in Oriya 18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।