Psalm 20:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
Other Translations King James Version (KJV) The LORD hear thee in the day of trouble; the name of the God of Jacob defend thee;
American Standard Version (ASV) Jehovah answer thee in the day of trouble; The name of the God of Jacob set thee up on high;
Bible in Basic English (BBE) <To the chief music-maker. A Psalm. Of David.> May the Lord give ear to you in the day of trouble; may you be placed on high by the name of the God of Jacob;
Darby English Bible (DBY) {To the chief Musician. A Psalm of David.} Jehovah answer thee in the day of trouble; the name of the God of Jacob protect thee;
World English Bible (WEB) > May Yahweh answer you in the day of trouble. May the name of the God of Jacob set you up on high,
Young's Literal Translation (YLT) To the Overseer. -- A Psalm of David. Jehovah doth answer thee, In a day of adversity, The name of the God of Jacob doth set thee on high,
Cross Reference Genesis 32:27 in Oriya 27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।”
Genesis 48:15 in Oriya 15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Exodus 3:13 in Oriya 13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?”
Exodus 34:5 in Oriya 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
Psalm 9:10 in Oriya 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 50:5 in Oriya 5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
Psalm 60:11 in Oriya 11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
Psalm 83:18 in Oriya 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Psalm 91:14 in Oriya 14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
Psalm 114:2 in Oriya 2 ସେତେବେଳେ ଯିହୂଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
Psalm 138:7 in Oriya 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋ' ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Jeremiah 30:7 in Oriya 7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।'
Matthew 26:38 in Oriya 38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ