Psalm 31:23 in Oriya 23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
Other Translations King James Version (KJV) O love the LORD, all ye his saints: for the LORD preserveth the faithful, and plentifully rewardeth the proud doer.
American Standard Version (ASV) Oh love Jehovah, all ye his saints: Jehovah preserveth the faithful, And plentifully rewardeth him that dealeth proudly.
Bible in Basic English (BBE) O have love for the Lord, all you his saints; for the Lord keeps safe from danger all those who are true to him, and gives the workers of pride their right reward.
Darby English Bible (DBY) Love Jehovah, all ye his saints. Jehovah preserveth the faithful, and plentifully requiteth the proud doer.
Webster's Bible (WBT) For I said in my haste, I am cut off from before thy eyes: nevertheless thou heardest the voice of my supplications when I cried to thee.
World English Bible (WEB) Oh love Yahweh, all you his saints! Yahweh preserves the faithful, And pays back him who deals proudly in full.
Young's Literal Translation (YLT) Love Jehovah, all ye His saints, Jehovah is keeping the faithful, And recompensing abundantly a proud doer.
Cross Reference Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Deuteronomy 30:16 in Oriya 16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Deuteronomy 33:3 in Oriya 3 ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
1 Samuel 2:9 in Oriya 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
Psalm 30:4 in Oriya 4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
Psalm 34:9 in Oriya 9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Psalm 54:5 in Oriya 5 ସେ ମୋ' ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
Psalm 89:7 in Oriya 7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
Psalm 94:2 in Oriya 2 ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
Psalm 97:10 in Oriya 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Psalm 145:10 in Oriya 10 ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
Psalm 145:20 in Oriya 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
Isaiah 56:6 in Oriya 6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Mark 12:23 in Oriya 23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Revelation 18:6 in Oriya 6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
Revelation 19:5 in Oriya 5 ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଇଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।