Psalm 32:6 in Oriya 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Other Translations King James Version (KJV) For this shall every one that is godly pray unto thee in a time when thou mayest be found: surely in the floods of great waters they shall not come nigh unto him.
American Standard Version (ASV) For this let every one that is godly pray unto thee in a time when thou mayest be found: Surely when the great waters overflow they shall not reach unto him.
Bible in Basic English (BBE) For this cause let every saint make his prayer to you at a time when you are near: then the overflowing of the great waters will not overtake him.
Darby English Bible (DBY) For this shall every one that is godly pray unto thee at a time when thou mayest be found: surely in the floods of great waters they will not reach him.
Webster's Bible (WBT) For this shall every one that is godly pray to thee in a time when thou mayest be found: surely in the floods of great waters they shall not come nigh to him.
World English Bible (WEB) For this, let everyone who is godly pray to you in a time when you may be found. Surely when the great waters overflow, they shall not reach to him.
Young's Literal Translation (YLT) For this doth every saintly one pray to Thee, As the time to find. Surely at an overflowing of many waters, Unto him they come not.
Cross Reference Genesis 7:17 in Oriya 17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
Psalm 4:3 in Oriya 3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
Psalm 34:2 in Oriya 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Psalm 40:3 in Oriya 3 ପୁଣି, ସେ ମୋ' ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Psalm 42:7 in Oriya 7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ' ଉପରେ ଯାଇଅଛି।
Psalm 51:12 in Oriya 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 124:4 in Oriya 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା'ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା'ନ୍ତା
Psalm 144:7 in Oriya 7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
Proverbs 1:28 in Oriya 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Luke 19:42 in Oriya 42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
John 7:34 in Oriya 34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।
2 Corinthians 1:4 in Oriya 4 ଇଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
2 Corinthians 6:2 in Oriya 2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
2 Corinthians 7:9 in Oriya 9 ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
Titus 2:12 in Oriya 12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
Revelation 12:15 in Oriya 15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।