Revelation 2:7 in Oriya 7 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଇଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।
Other Translations King James Version (KJV) He that hath an ear, let him hear what the Spirit saith unto the churches; To him that overcometh will I give to eat of the tree of life, which is in the midst of the paradise of God.
American Standard Version (ASV) He that hath an ear, let him hear what the Spirit saith to the churches. To him that overcometh, to him will I give to eat of the tree of life, which is in the Paradise of God.
Bible in Basic English (BBE) He who has ears, let him give ear to what the Spirit says to the churches. To him who overcomes I will give of the fruit of the tree of life, which is in the Paradise of God.
Darby English Bible (DBY) He that has an ear, let him hear what the Spirit says to the assemblies. To him that overcomes, I will give to him to eat of the tree of life which is in the paradise of God.
World English Bible (WEB) He who has an ear, let him hear what the Spirit says to the assemblies. To him who overcomes I will give to eat of the tree of life, which is in the Paradise of my God.
Young's Literal Translation (YLT) He who is having an ear -- let him hear what the Spirit saith to the assemblies: To him who is overcoming -- I will give to him to eat of the tree of life that is in the midst of the paradise of God.
Cross Reference Genesis 2:9 in Oriya 9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
Genesis 3:22 in Oriya 22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
Proverbs 3:18 in Oriya 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
Proverbs 11:30 in Oriya 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ୍, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
Proverbs 13:12 in Oriya 12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
Proverbs 15:4 in Oriya 4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
Ezekiel 28:13 in Oriya 13 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
Ezekiel 31:8 in Oriya 8 ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
Matthew 11:15 in Oriya 15 ଯାହାର କାନ ଅଛି, ସେ ଶୁଣୁ।
Matthew 13:9 in Oriya 9 ଯାହାର କାନ ଅଛି ସେ ଶୁଣୁ।
Matthew 13:43 in Oriya 43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।
Mark 7:15 in Oriya 15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ।
Luke 23:43 in Oriya 43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
1 Corinthians 2:10 in Oriya 10 କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।
1 Corinthians 12:4 in Oriya 4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
2 Corinthians 12:4 in Oriya 4 ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Revelation 2:11 in Oriya 11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।
Revelation 2:17 in Oriya 17 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ।
Revelation 2:26 in Oriya 26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Revelation 3:5 in Oriya 5 ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Revelation 3:12 in Oriya 12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଇଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଇଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଇଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 12:10 in Oriya 10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଇଶ୍ବରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
Revelation 13:9 in Oriya 9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ।
Revelation 14:13 in Oriya 13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Revelation 15:2 in Oriya 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଇଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
Revelation 22:2 in Oriya 2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।