Romans 1:1 in Oriya1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,