Romans 11:2 in Oriya 2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,
Other Translations King James Version (KJV) God hath not cast away his people which he foreknew. Wot ye not what the scripture saith of Elias? how he maketh intercession to God against Israel saying,
American Standard Version (ASV) God did not cast off his people which he foreknew. Or know ye not what the scripture saith of Elijah? how he pleadeth with God against Israel:
Bible in Basic English (BBE) God has not put away the people of his selection. Or have you no knowledge of what is said about Elijah in the holy Writings? how he says words to God against Israel,
Darby English Bible (DBY) God has not cast away his people whom he foreknew. Know ye not what the scripture says in [the history of] Elias, how he pleads with God against Israel?
World English Bible (WEB) God didn't reject his people, which he foreknew. Or don't you know what the Scripture says about Elijah? How he pleads with God against Israel:
Young's Literal Translation (YLT) God did not cast away His people whom He knew before; have ye not known -- in Elijah -- what the Writing saith? how he doth plead with God concerning Israel, saying,
Cross Reference Genesis 44:15 in Oriya 15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?”
Exodus 32:1 in Oriya 1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
Numbers 16:15 in Oriya 15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
Nehemiah 9:30 in Oriya 30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
Psalm 94:14 in Oriya 14 କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
Jeremiah 18:19 in Oriya 19 ହେ ସଦାପ୍ରଭୁ, ମୋ' ପ୍ରତି ମନୋଯୋଗ କର ଓ ମୋ' ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
Luke 4:1 in Oriya 1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
John 4:1 in Oriya 1 ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
John 4:11 in Oriya 11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି ?
Acts 3:17 in Oriya 17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Acts 7:40 in Oriya 40 ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Acts 13:48 in Oriya 48 ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଇଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
Acts 15:18 in Oriya 18 ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Romans 9:6 in Oriya 6 କିନ୍ତୁ ଇଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Romans 9:23 in Oriya 23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?
1 Corinthians 6:2 in Oriya 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?
Philippians 1:22 in Oriya 22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ।
Hebrews 1:1 in Oriya 1 ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।