Romans 8:28 in Oriya28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।